କୃଷି କ୍ଷେତ୍ରରେ ମହିଳାଙ୍କ ସଶକ୍ତିକରଣ କୃଷକଙ୍କ ଆୟ ବଢାଇବ : ମନ୍ତ୍ରୀ

ସମନ୍ବିତ କୃଷି ଏବଂ କୃଷି କ୍ଷେତ୍ରରେ ମହିଳାଙ୍କ ସଶକ୍ତିକରଣ କୃଷି ଉତ୍ପାଦନ ବୃଦ୍ଧି ସହିତ କୃଷକଙ୍କ ଆୟ ଦ୍ବିଗୁଣ କରିବ ବୋଲି ବିଭାଗୀୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଆଜି କହିଛନ୍ତି l କ୍ଷୁଦ୍ର ଓ ନାମମାତ୍ର ଚାଷୀ ମାନଙ୍କୁ ଅଗ୍ରାଧିକାର ଭିତ୍ତିରେ ସହାୟତା ଯୋଗାଇ ଦେବାକୁ ସେ ବିଭାଗୀୟ ଅଧିକାରୀ ମାନଙ୍କୁ ଏକ ବୈଠକରେ ନିର୍ଦ୍ଦେଶ ଦେଇଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version