କେନଝରିଆପାଲି ଆଞ୍ଚଳିକ ଉଚ୍ଚ ବିଦ୍ୟାପୀଠରେ ବିଶ୍ଵ ଜଙ୍ଗଲ ଦିବସ

ସୁବର୍ଣ୍ଣପୁର ଜିଲ୍ଲାର କେନଝରିଆପାଲି ଆଞ୍ଚଳିକ ଉଚ୍ଚ ବିଦ୍ୟାପୀଠରେ ଆଜି ବିଶ୍ଵ ଜଙ୍ଗଲ ଦିବସ ପାଳିତ ହୋଇଯାଇଛି ।

ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ କୁଇଜ୍ ଓ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଇକୋ କ୍ଳବର ସଭାପତି ତଥା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବ୍ରଜମୋହନ ବାରିକ ଓ ସମ୍ପାଦକ ଗୌରୀ ଶଙ୍କର ପୂଜାହାରୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes