କେନାଲକୁ ଖସିଲା ଯାତ୍ରୀବାହୀ ବସ୍

ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଖୋର୍ଦ୍ଧା-ବଲାଙ୍ଗିର ୫୭ନଂ ଜାତୀୟ ରାଜପଥ ମାଧପୁର ନିକଟରେ ଘଟିଛି ଏହି ଦୁର୍ଘଟଣା।

ବସଟି ଭାରସାମ୍ୟ ହରାଇ କେନାଲକୁ ଖସି ପଡିଥିବା ବେଳେ ଅଳ୍ପକେ ଯାତ୍ରୀ ବର୍ତ୍ତି ଯାଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes