କେନାଲରେ ବ୍ୟାଗ ଭିତରୁ ନବଜାତ ଶିଶୁପୁତ୍ର ଉଦ୍ଧାର

କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ବ୍ଲକ ଗୋପିନାଥପୁର ଗାଁ ପାଖ କେନାଲରୁ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି।

ଶିଶୁର କାନ୍ଦ ଶୁଣି ସ୍ଥାନୀୟ ଲୋକେ ଚାଇଲ୍ଡଲାଇନକୁ ଜଣାଇଥିଲେ।ଚାଇଲ୍ଡଲାଇନ୍ ଆସି ଶିଶୁପୁତ୍ରକୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes