କେନ୍ଦୁପାଲିରେ ନେତାଜୀ ଓ ସୁରେନ୍ଦ୍ର ସାଏ ଜୟନ୍ତୀ ପାଳିତ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବାଗବର ପଞ୍ଚାୟତ ଅନ୍ତର୍ଗତ କେନ୍ଦୁପାଲି ୫ଟି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରରେ ଆଜି ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଜୟନ୍ତୀ ପାଳିତ ହୋଇଯାଇଛି।

ଏଥିରେ ସ୍କୁଲର ସମସ୍ତ ଛାତ୍ରଛାତ୍ରୀ ଓ‌ ଶିକ୍ଷକଶିକ୍ଷୟିତ୍ରୀ ସାମିଲ ହୋଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes