କେନ୍ଦୁପାଲି ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ

ଶନିବାର ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନ୍ଦୁପାଲି ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ ସରଗମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସ୍ଥାନୀୟ ଉପଜିଲ୍ଲାପାଳ ଅଶୋକ କୁମାର ଭୋଇ ମୁଖ୍ୟ ଅତିଥି, ପୂର୍ବତନ ଉଚ୍ଚଶିକ୍ଷା ପରାମର୍ଶଦାତା ଡ.ପ୍ରଫୁଲ୍ଲ କୁମାର ରଥ ମୁଖ୍ୟ ବକ୍ତା, ଅଭିନେତା ପ୍ରଦ୍ୟୁମ୍ନ ସାହୁ ସ୍ଵତନ୍ତ୍ର ଅତିଥି ତଥା ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା, ଜିଲ୍ଲା ପରିଷଦ ସଭ୍ୟ ଲବକୁମାର ସାହୁ, ଉପଖଣ୍ଡିୟ ପୋଲିସ ଅଧିକାରୀ ଡୋଳାମଣି ଭୋଇ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ମୋତିଲାଲ ସୁଲିଆ, ବାଗବର ସରପଞ୍ଚ ନିରୁପମା ବଗର୍ତ୍ତି, ମୋ ସ୍କୁଲ ଅଭିଯାନ କମିଟି ସଭାପତି ଧର୍ମେନ୍ଦ୍ର ମେହେର ଓ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ତ୍ରିଲୋଚନ ମେହେର ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version