ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଳକ ଅନ୍ତର୍ଗତ କେନ୍ଦୁପାଲି ସରକାରୀ ଉଚ୍ଚ ବିଦ୍ୟାଳୟକୁ ଆଜି ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ କୁମାର ଭୋଇ ପରିଦର୍ଶନ କରିଥିଲେ ।
ଏହି ସମୟରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ ।
Credible Local News of Odisha