କେନ୍ଦ୍ରମନ୍ତ୍ରୀଙ୍କୁ ୧୧ ଦଫା ଦାବିପତ୍ର ପ୍ରଦାନ

ଆଜି ବିଧାୟକ ତାଳଚେର ଶ୍ରୀ ବ୍ରଜକିଶୋର ପ୍ରଧାନ ମହୋଦୟ ତାଳଚେର ସାରକାରଖାନା ପରିଦର୍ଶନରେ ଆସିଥିବା ଭାରତ ସରକାରଙ୍କ ମାନ୍ୟବର ସ୍ବାସ୍ଥ୍ୟ, ପରିବାର କଲ୍ୟାଣ, ରସାୟନ ଏବଂ ଉର୍ବରକ ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ମନସୁଖ ମାଣ୍ଡଭିୟା ଓ ମାନ୍ୟବର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଙ୍କୁ ତାଳଚେରର ସ୍ବାର୍ଥ ଦୃଷ୍ଟିରୁ ୧୧ ଦଫା ଦାବି ପତ୍ର ପ୍ରଦାନ କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes