ଓଡ଼ିଶା ଗସ୍ତରେ ଆସି ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ ଉଦ୍ୟମିତା ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଦ୍ୱଗିକି ରାଷ୍ଟ୍ରମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର ଭୁବନେଶ୍ୱରରେ ପହଞ୍ଚିଛନ୍ତି l
ଏହି ଅବସରରେ ଆଜି ତାଙ୍କୁ ଭୁବନେଶ୍ୱର ବିମାନ ବନ୍ଦରଠାରେ ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା ବିଜେପି ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଛି l