କେନ୍ଦ୍ରୀୟ ବିଦ୍ୟାଳୟ ପରିଚାଳନା କମିଟି ଓ ଅଭିଭାବକ ବୈଠକ

ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ଠାରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ ପରିଚାଳନା କମିଟି ଓ ଅଭିଭାବକ ମଧ୍ୟରେ ଏକ ବୈଠକ ଆଜି ଅନୁଷ୍ଠିତ ହୋଇଥିଲା ।

ଏଥିରେ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ ଯୋଗଦେଇ ବିଦ୍ୟାଳୟର ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes