କଳାହାଣ୍ଡି ଜିଲ୍ଲା ଭବାନୀପାଟଣା କେବିକେ କ୍ଷୁଦ୍ର ଜଳସେଚନ ବିଭାଗର ଅତିରିକ୍ତ ମୁଖ୍ୟଯନ୍ତ୍ରୀ କନ୍ଦର୍ପ ପ୍ରଧାନଙ୍କ ଘର ଓ ଅଫିସରେ ଚଢ଼ାଉ ଚାଲିଛି।
ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୮ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ। ଭୁବନେଶ୍ୱର ୩, ଅନୁଗୁଳ ୩ ଓ ଭବାନୀପାଟଣାର ୨ଟି ସ୍ଥାନରେ ଚଢାଉ ଚାଲିଛି।