କୋଇଲା ବୋଝେଇ ଟ୍ରେନ୍‌ରେ ଅଗ୍ନିକାଣ୍ଡ

ବାଲେଶ୍ବର ଜିଲ୍ଲା ସୋର ଷ୍ଟେସନରେ ଗୋଟିଏ ବଗିରେ ନିଆଁ ଲାଗିଛି। ଟ୍ରେନଟି ଧାମରାରୁ ଆସୁଥିଲା।

ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes