କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ

ଭଦ୍ରକ ଜିଲ୍ଲା କେନ୍ଦୁଆପଦା ଷ୍ଟେସନ ନିକଟରେ କୋଇଲା ବୋଝେଇ ଟ୍ରେନ୍‌ର ୮ରୁ ୧୦ ବଗିରେ ନିଆଁ ଲାଗିଛି।

ନିଆଁ ଲିଭାଇବାକୁ ଅଗ୍ନିଶମ ବାହିନୀର ଉଦ୍ୟମ କରୁଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes