କୋଟସମଲାଏରେ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସମିକ୍ଷା ବୈଠକ ଅନୁଷ୍ଠିତ

ସୁବର୍ଣ୍ଣପୁର ଜିଲ୍ଲା ଉଲଣ୍ଡା ବ୍ଲକ କୋଟସମଲାଏ ଆଞ୍ଚଳିକ ସାଧନ କେନ୍ଦ୍ର ଠାରେ ଆଜି ଶିକ୍ଷକ ଶିକ୍ଷୟତ୍ରୀଙ୍କ କ୍ଲଷ୍ଟର ସ୍ତରୀୟ ସମିକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ।

ସିଆରସିସି ପୂର୍ଣ୍ଣଚନ୍ଦ୍ର ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କ୍ଲଷ୍ଟରର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଯୋଗଦେଇ ବିଦ୍ୟାଳୟ ଖୋଲିବାର ପ୍ରାକ୍ ପ୍ରସ୍ତୁତି ଉପରେ ଆଲୋଚନା କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes