କୋଟସମଲାଏ ରେ ରଥଯାତ୍ରା ପାଇଁ ପ୍ରସ୍ତୁତି ଜୋରଜାର

ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଏରେ ରଥ ନିର୍ମାଣ କାର୍ଯ୍ୟ ସରିଥିବା ବେଳେ ରଙ୍ଗ କରଣ କାର୍ଯ୍ୟ ଖୁବଶୀଘ୍ର ଶେଷ ହେବ ବୋଲି ଜଗନ୍ନାଥ ପୂଜକ ଶ୍ରୀରାମ ପଣ୍ଡା ସୂଚନା ଦେଇଛନ୍ତି ।

ରଥଯାତ୍ରା ପାଇଁ ଗ୍ରାମବାସୀଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖିବାକୁ ମିଳୁଛି ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version