କୋଟିଆ ଗସ୍ତରେ ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ

ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ପି. ରାଜନ ଦୋରା କୋରାପୁଟ ଜିଲ୍ଲା କୋଟିଆ ପଞ୍ଚାୟତ ଧୂଳିପଦର ଗାଁକୁ ଯାଇ ଆଲୋଚନା କରିଛନ୍ତି।

ସେ ଆନ୍ଧ୍ର ସରକାରଙ୍କ ବିଭିନ୍ନ ଯୋଜନା ସଂପର୍କରେ ଲୋକଙ୍କୁ ବୁଝାଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes