ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଆଜି କୋରାପୁଟ ଜିଲ୍ଲାର କୋଟିଆ ଅଞ୍ଚଳ ଗସ୍ତରେ ପହଞ୍ଚିଛନ୍ତି l ସେଠାରେ ସେ ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମର ସମୀକ୍ଷା କରିବା ସହ ବରିଷ୍ଠ ଅଧିକାରୀ ମାନଙ୍କ ସହ ଆଲୋଚନା କରିଛନ୍ତି l
Credible Local News of Odisha