କୋଟିଏରୁ ଉର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

ନୟାଗଡ଼ ଫତେପୁରରୁ କୋଟିଏରୁ ଉର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ କରିବା ସହ ଜଣକୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes