କୋଣାର୍କର ବିକାଶ ପାଇଁ 209 କୋଟି ଟଙ୍କା ମଞ୍ଜୁର

କୋଣାର୍କ ସୂର୍ଯ୍ୟମନ୍ଦିର ଚତୁଃପାର୍ଶ୍ଵର ବିକାଶ ତଥା ପର୍ଯ୍ୟଟକଙ୍କୁ ଆକର୍ଷିତ କରିବା ପାଇଁ ଆଜି ରାଜ୍ୟ କ୍ୟାବିନେଟ 209 କୋଟି 73 ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes