କୋରାପୁଟରେ ଦିନକରେ 17 କରୋନା ପଜିଟିଭ July 28, 2022 by Rameswar mahakur ଗତ 24 ଘଣ୍ଟା ମଧ୍ୟରେ କୋରାପୁଟ ଜିଲ୍ଲାରେ 17 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l