କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଚକ୍ରଧର ତ୍ରିପାଠୀ

ପଶ୍ଚିମବଙ୍ଗ ଶାନ୍ତିନିକେତନ ବିଶ୍ୱଭାରତୀର ପ୍ରଫେସର ଚକ୍ରଧର ତ୍ରିପାଠୀଙ୍କୁ କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତି ଦିଆଯାଇଛି l ସେ ପାଞ୍ଚ ବର୍ଷ ପର୍ଯ୍ୟନ୍ତ ଏହି ଦାୟିତ୍ୱରେ ରହିବେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes