କୋରେଇ ଟ୍ରେନ୍ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ମାଲବାହୀ ଟ୍ରେନ ଦୁର୍ଘଟଣା ଖବର ଅତ୍ୟନ୍ତ ଦୁଃଖଦାୟକ ବୋଲି କହିବା ସହ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଏହା ସହ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes