କୋଷାଗୁମୁଡ଼ା ବ୍ଲକର ପୂର୍ବତନ ବିଡିଓ ନିଲମ୍ବିତ

ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ା ବ୍ଲକର ପୂର୍ବତନ ବିଡିଓ ଅକ୍ଷମିତା କାର୍ତ୍ତିକ ନିଲମ୍ବନ ହୋଇଛନ୍ତି।

ବିଭିନ୍ନ ଦୁର୍ନୀତିରେ ଲିପ୍ତ ଥିବା ନେଇ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes