କ୍ରିକେଟ ଖେଳକୁ ନେଇ ବିଜେବି କଲେଜ ଛାତ୍ରଙ୍କୁ ଛୁରାମାଡ଼

କଲେଜ ପଡ଼ିଆରେ ଖେଳିବାକୁ ନେଇ ଛାତ୍ର-ଅଣଛାତ୍ର ଗଣ୍ଡଗୋଳ ହୋଇଥିଲା।

ଅଣଛାତ୍ରଙ୍କ ଛୁରାମାଡ଼ରେ ୩ ଛାତ୍ର ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes