କ୍ରୀଡା ଶିକ୍ଷୟିତ୍ରୀଙ୍କ ଅବସର ଗ୍ରହଣ

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର କ୍ରୀଡା ଶିକ୍ଷୟିତ୍ରୀ ମଞ୍ଜୁବାଳା ଦାଶ ଚାକିରିରୁ ଅବସର ଗ୍ରହଣ କରିଛନ୍ତି । ସେ ୧୯୮୬ରୁ ଏହି ବିଦ୍ୟାଳୟରେ ଚାକିରି ଜୀବନ ଆରମ୍ଭ କରି ଏଠାରେ ହିଁ ଅବସର ନେଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes