କ୍ଳଷ୍ଟର ସ୍ତରୀୟ ବିଦାୟ ସମ୍ବର୍ଦ୍ଧନା ସଭା

ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଳକ କଟାପାଲି ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରେମାନନ୍ଦ ମେହେର ଆଜି ତାଙ୍କ ଚାକିରି କର୍ଯ୍ୟକଳରୁ ଅବସର ଗ୍ରହଣ କରିଛନ୍ତି ।

ଏହି ପରିପ୍ରେକ୍ଷୀରେ ଅନୁଷ୍ଟିତ କ୍ଲଷ୍ଟର ସ୍ତରୀୟ ସମ୍ବର୍ଦ୍ଧନା ସଭାରେ ତାଙ୍କୁ ବିଦାୟ ଦିଆଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes