କ୍ଷୁଦ୍ର ଜଳସେଚନ ବିଭାଗର ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କ୍ଷୁଦ୍ର ଜଳସେଚନ ବିଭାଗର ନିର୍ବାହୀ ଯନ୍ତ୍ରୀ ମାନସ ରଞ୍ଜନ ଦାସଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes