କ୍ୟାବିନ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର

କଟକ ଜିଲ୍ଲା ସାଲେପୁର ନେମାଳ ଥାନା ବନ୍ଧକାଟିଆ-ସହଦେବପୁର ପୋଲ ପାଖ କ୍ୟାବିନ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି।

ମୃତ ଯୁବକ ଜଣଙ୍କ ସ୍ଥାନୀୟ ଅଞ୍ଚଳର ହୋଇଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version