ଖଣି ବିଭାଗ ଅତିରିକ୍ତ ସଚିବ ହେଲେ ଅନୁଜ ଦାସପଟ୍ଟନାୟକ

ଖୋର୍ଦ୍ଧାର ଅତିରିକ୍ତ ଜିଲ୍ଲାପାଳ ଅନୁଜ କୁମାର ଦାସପଟ୍ଟନାୟକଙ୍କୁ ଆଜି ରାଜ୍ୟ ସରକାର ଖଣି ଓ ଇସ୍ପାତ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes