ଖଣି ମାଲିକ ଜିତୁ ପଟ୍ଟନାୟକଙ୍କ ଘରେ ଇଡିର ଚଢ଼ାଉ

ବିଶିଷ୍ଟ ଖଣି ମାଲିକ ଜିତୁ ପଟ୍ଟନାୟକଙ୍କ ଘରେ ଆଜି ମନି ଲଣ୍ଡରିଙ୍ଗ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ -ଇଡି ପକ୍ଷରୁ ଚଢ଼ାଉ ହୋଇଥିବା ଖବର ମିଳିଛି l
ଭୁବନେଶ୍ୱରର 2 ଟି ଏବଂ କେନ୍ଦୁଝର ଜିଲ୍ଲାର 2 ଟି ସ୍ଥାନରେ ଏହି ଚଢ଼ାଉ ଚାଲିଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes