ଖଣି ମାଲିକ ଜିତୁ ପଟ୍ଟନାୟକଙ୍କ ସମ୍ପତ୍ତି ସିଜ୍‌ କଲା ଇଡି

ଖଣି ମାଲିକ ତଥା କେନ୍ଦୁଝର ଜିଲ୍ଲା ଚମ୍ପୁଆର ପୂର୍ବତନ ବିଧାୟକ ଜିତୁ ପଟ୍ଟନାୟକଙ୍କ ୧୩୩ କୋଟିର ଜମାକୁ ସିଜ୍ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ।

ଏଥିସହ ତାଙ୍କ ୬୯ ଲକ୍ଷର କ୍ୟାସ୍ ମଧ୍ୟ ଜବତ କରିଛି ଇଡି। ବେଆଇନ ଖଣି କାରବାର ଓ ମନି ଲଣ୍ଡ୍ରିଂ ମାମଲାରେ ଜିତୁଙ୍କ ଘରେ ଗତକାଲି ଚଢାଉ କରିଥିଲା ଇଡି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes