ଖଣ୍ଡହତା ଠାରେ ରକ୍ତ ଦାନ ଶିବିର ଅନୁଷ୍ଠିତ, ୨୬ ୟୁନିଟ ରକ୍ତ ସଂଗ୍ରହ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ପଞ୍ଚାୟତ ସଭାଗୃହ ଠାରେ ଠାରେ ପୂର୍ବତନ ବିଧାୟକ ସ୍ବର୍ଗତ ବୈଷ୍ଣବ ପଧାନଙ୍କ ୨୦ ତମ ଶ୍ରାଦ୍ଧବାର୍ଷିକ ଅବସରରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି।

ଏଥିରେ ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉକ୍ତ ଶିବିରକୁ ଉଦଘାଟନ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes