ଖଣ୍ଡାହତା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ଯୋଗ ଦିବସ ପାଳନ

ଆଜି ସୁବର୍ଣ୍ଣପୁର ଜିଲ୍ଲା ଖଣ୍ଡାହତା ଇନ୍ଦିରା ଗାନ୍ଧୀ ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ଯୋଗ ଦିବସ ପାଳନ ହୋଇଥିଲା l

ଖେଳ ଶିକ୍ଷକ ବ୍ରଜଗୋପାଳ ମହାପାତ୍ରଙ୍କ ତତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସ୍କୁଲର ଛାତ୍ରଛାତ୍ରୀମାନେ ଯୋଗଦେଇ ଯୋଗାଭ୍ୟାସ କରିଥିବା ଦେଖା ଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes