କେନ୍ଦୁଝର ଜିଲ୍ଲା ଦୈତାରୀ ଥାନା ଖସାପଦା ଗାଁରେ ଭୋଜି କରିବାକୁ ଡାକି ନେଇ ଯୁବକଙ୍କ ବେକ କାଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।
ଗାଁ ପାଖ ରାସ୍ତାରୁ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି।
ପୁଲିସ ମୃତଦେହ ଜବତ କରି ତଦନ୍ତ ଚଳାଇଛି।
Credible Local News of Odisha