ଖୁଣ୍ଟରେ ପିଟିହେଲା ବାଇକ, ୧ ମୃତ ଓ ୨ ଗୁରୁତର

ସୁନ୍ଦରଗଡ଼ ଜିଲ୍ଲା ଲହୁଣିପଡା ଥାନା ବୁଢାଭୂଇଁ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।

ଲଲେଇରୁ ଖଣ୍ଡାଧାର ଯିବାବେଳେ ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଗୁରୁତରଙ୍କୁ ରାଉରକେଲା ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes