ଖୋର୍ଦ୍ଧାରେ ମୋଦି ସରକାରଙ୍କ ୮ବର୍ଷ ପୂର୍ତ୍ତି ଉତ୍ସବ ପ୍ରସ୍ତୁତି

ଭୁବନେଶ୍ୱର ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ଅପରାଜିତା ଷଡ଼ଙ୍ଗୀ ଆଜି ମୋଦି ସରକାରଙ୍କ ୮ ବର୍ଷ ପୂର୍ତ୍ତି ଅବସରରେ ଖୋର୍ଦ୍ଧା ଜିଲ୍ଲା ବିଜେପି ଆନୁକୂଲ୍ୟରେ ଆୟୋଜିତ ପ୍ରସ୍ତୁତି ବୈଠକରେ ଯୋଗଦେଇ ବିଭିନ୍ନ ବିଷୟ ଉପସ୍ଥାପନା କରିଛନ୍ତି l

ଏହି ଅବସରରେ ଜିଲ୍ଲା ସଭାପତି ରଶ୍ମି ରଞ୍ଜନ ମହାପାତ୍ର , ସମସ୍ତ ବିଧାୟକ ପାର୍ଥୀ, କର୍ପୋରେଟର, କର୍ପୋରେଟର ପାର୍ଥୀ, ଦଳୀୟ ନେତୃତ୍ୱ ଏବଂ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes