ଖୋର୍ଦ୍ଧାର ଅତିରିକ୍ତ ଜିଲ୍ଲାପାଳ ହେଲେ ଶୁଭେନ୍ଦୁ ସାହୁ

ଭୁବନେଶ୍ୱର ମହାନଗର ନିଗମର ଡେପୁଟି କମିଶନର ଶୁଭେନ୍ଦୁ କୁମାର ସାହୁଙ୍କୁ ଆଜି ରାଜ୍ୟ ସରକାର ଖୋର୍ଦ୍ଧାର ଅତିରିକ୍ତ ଜିଲ୍ଲାପାଳ ଭାବେ ନିଯୁକ୍ତି ଦେଇଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes