ଖୋର୍ଦ୍ଧାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ସମସ୍ୟା ବୁଝିଲେ ସାଂସଦ

ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଆଜି ଖୋର୍ଦ୍ଧା ଅଞ୍ଚଳ ପରିଦର୍ଶନ କରି ବିଭିନ୍ନ ସମସ୍ୟା ଶୁଣି ସମାଧାନ ପାଇଁ ପ୍ରୟାସ କଲେ l

ଏହି ଅବସରରେ ବିଧାୟକ ପାର୍ଥୀ କାଳୁ ଖଣ୍ଡାୟତ ରାୟ, ଜିଲ୍ଲା ସଭାପତି ରଶ୍ମି ମହାପାତ୍ର, ସମସ୍ତ ନେତୃବୃନ୍ଦ ଏବଂ ଜନ ସାଧାରଣ ଉପସ୍ଥିତ ଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes