ଖୋର୍ଦ୍ଧା ସାମ୍ବାଦିକ ସଂଘ କାର୍ଯ୍ୟାଳୟରେ ଅପରାଜିତା

ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ସ୍ଥାନୀୟ ସାମ୍ୱାଦିକଙ୍କ ଆଗ୍ରହ କ୍ରମେ ଆଜି ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ସଙ୍ଘ କାର୍ଯ୍ୟାଳୟ ପରିଦର୍ଶନ କରି ବିଭିନ୍ନ ସମସ୍ୟା ବୁଝି ସମାଧାନ ପାଇଁ ପ୍ରୟାସ କରିଥିଲେ l

ଏହି ଅବସରରେ ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes