ଖୋଲିଲା ହୀରାକୁଦ ଡ୍ୟାମ୍ର ଆଉ ୪ଟି ଗେଟ୍ July 25, 2023 by Odisha ବର୍ତ୍ତମାନ ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି। ରବିବାର ୫ଟି, ଗତକାଲି ୩ଟି ଓ ଆଜି ୪ଟି ଗେଟ୍ ଖୋଲିଛି।