ଗଛରେ ଝୁଲନ୍ତା ଅବସ୍ଥାରେ ଯୁବକ ଓ ଯୁବତୀଙ୍କ ମୃତଦେହ ଉଦ୍ଧାର

ବୌଦ୍ଧ ଜିଲ୍ଲା ବଗିଆପଡା ଫାଣ୍ଡି ଗୌଡ଼ଦେଇ ଇଂଜିନିୟରିଂ କଲେଜ ପାଖ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି।

ଯୁବତୀଙ୍କ ପରିଚୟ ଅସ୍ପଷ୍ଟ ଥିବାବେଳେ ମୃତ ଯୁବକ ଜାମୁପାଲି ଗାଁର ବୋଲି ସୂଚନା ମିଳିଛି। ଘଟଣାସ୍ଥଳରେ ବଗିଆପଡା ଫାଣ୍ଡି ଅଧିକାରୀ ପହଞ୍ଚି ତଦନ୍ତ କରୁଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes