ଗଛରେ ପିଟି ହେଲା କାର୍, ଡ୍ରାଇଭର ସମେତ ୨ ମୃତ

ପୁରୀ-ସାତପଡ଼ା ରାସ୍ତାର ହଳଦିଆ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି।

ମୃତଦେହ ଜବତ କରି ପୁଲିସ ଘଟଣାର ତଦନ୍ତ କରୁଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes