ଗଞ୍ଜାମରେ ପତାକା ଉତ୍ତୋଳନ କରିବେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ

ସାଧାରଣତନ୍ତ୍ର ଦିବସରେ ଗଞ୍ଜାମ ଜିଲ୍ଲାରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ପତାକା ଉତ୍ତୋଳନ କରିବେ ।

ପତାକା ଉତ୍ତୋଳନ ନେଇ ଆଜି ତାଲିକା ପ୍ରକାଶ ପାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes