ଗଞ୍ଜେଇ ଚାଷ ନଷ୍ଟ ପାଇଁ ଯିବା ବେଳେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ, ବର୍ତ୍ତିଲେ ୫୦ ବନ କର୍ମଚାରୀ

ବୌଦ୍ଧ ଜିଲ୍ଲା ଲକଡ଼ପାଯୁ ଜଙ୍ଗଲରେ ଗଞ୍ଜେଇ ଗଛ ନଷ୍ଟ କରିବା ପାଇଁ ବନକର୍ମଚାରୀ ଯାଉଥିବା ସମୟରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ହୋଇଛି ।

ତେବେ ୫୦ ଜଣ ବନ କର୍ମଚାରୀ ଓ ସୁରକ୍ଷାକର୍ମୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ବନ ବିଭାଗ ଗାଡି ଉଡାଇବା ପାଇଁ ଏହି ଲ୍ୟାଣ୍ଡମାଇନ୍ ଖଞ୍ଜା ହୋଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରୁ ବିସ୍ପୋରକ ସାମଗ୍ରୀ ଓ କିଛି ତାର ଜବତ ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes