କଟକ ଗଡଖାଇକୁ ଡେଇଁ କଲେଜ ଛାତ୍ରୀ ଜଣକ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।
ଛାତ୍ରୀଙ୍କୁ ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ଉଦ୍ଧାର କରିବା ପରେ କ୍ୟାଣ୍ଟନମେଣ୍ଟ ଥାନା ପୁଲିସ ମେଡ଼ିକାଲରେ ଭର୍ତ୍ତି କରିଛି। ପ୍ରେମ ବ୍ୟାପାରକୁ ନେଇ ଆତ୍ମହତ୍ୟା ଉଦ୍ୟମ କରିଥିବା ସନ୍ଦେହ କରାଯାଉଛି।
Credible Local News of Odisha