ଗଡଭିତର ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ

ସୁବର୍ଣ୍ଣପୁର ଗଡଭିତର ଜଗନ୍ନାଥ ମନ୍ଦିରରେ ଆଜି ଦେବସ୍ନାନ ପୂର୍ଣ୍ଣିମା ପାଳିତ ହୋଇଯାଇଛି ।

ଆଜି ସକାଳୁ ସମସ୍ତ ନୀତିକାନ୍ତି ପରେ ଶ୍ରୀଜିଉମାନଙ୍କୁ ପହଣ୍ଡି କରି ସ୍ନାନ ମଣ୍ଡପକୁ ଆଣି ମହାପ୍ରଭୁଙ୍କୁ ସ୍ନାନ କରାଯାଇଥିଲା ।ଗତବର୍ଷ କରୋନା କଟକଣା ଯୋଗୁଁ ବନ୍ଦ ହୋଇଥିବା ବେଳେ ଏବର୍ଷ ସ୍ନାନ ପୂର୍ଣ୍ଣିମା ପାଇଁ ଭକ୍ତଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes