ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ ଗୋଧନେଶ୍ଵର ଶୈବପୀଠ ଠାରେ ଆଜି ପଶ୍ଚିମ ଓଡିଶା ଗନ୍ଧମାଳି ସମାଜ (ଶିବ ପୂଜକ) ସଂଘ ପକ୍ଷରୁ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି।
ଏଥିରେ ସଂଘର ସମସ୍ତ କର୍ମକର୍ତ୍ତା ଓ ସଦସ୍ୟ ଉପସ୍ଥିତ ରହି ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ।
Credible Local News of Odisha