ଗଭୀର ଅବପାତରେ ପରିଣତ ହେଲା ଅବପାତ, ଦକ୍ଷିଣ ଓଡ଼ିଶାରେ ବର୍ଷା ଆଶଙ୍କା

ଅବପାତ ଗଭୀର ଅବପାତରେ ପରିଣତ ହୋଇ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରେ କେନ୍ଦ୍ରୀଭୂତ ହୋଇଛି।

ଏହା ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ଗଭୀର ଅବପାତ ଘଣ୍ଟା ପ୍ରତି ୧୨କିମି ବେଗରେ ଗତିକରୁଛି। ଫଳରେ ୧୦ ଓ ୧୧ ତାରିଖରେ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes