ଗଳି ପୋଲ ନିର୍ମାଣ ପାଇଁ ଦାବି

ଯାଜପୁର ଜିଲ୍ଲା ଚଣ୍ଡିଖୋଲ-ଡୁବୁରୀକୁ ସଂଯୋଗ କରୁଥିବା ୫୩ନଂ ଜାତୀୟ ରାଜପଥର ଭଡଙ୍ଗା ଛକ ନିକଟରେ ଗଳି ପୋଲ ନିର୍ମାଣ ପାଇଁ ଦାବି କରିଛନ୍ତି ସ୍ଥାନୀୟ ଲୋକେ ।

ବର୍ତମାନ ଏହି ଜାତୀୟ ରାଜପଥର ସଂପ୍ରସାରଣ କାର୍ଯ୍ୟ ଚାଲିଥିବା ବେଳେ ଅଂଚଳବାସୀ ଏଠାରେ ଏକ ଗଳିପୋଲ ନିର୍ମାଣ ପାଇଁ ଦାବି କରିଥିଲେ । ଏ ନେଇ ଆଜି କ୍ଷେତ୍ର ପରିଦର୍ଶନ କରିଛନ୍ତି ଜାତୀୟ ରାଜପଥ କର୍ତୃପକ୍ଷ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes