ଗାଁକୁ ବିଦ୍ୟୁତ ସଂଯୋଗ ଦାବିରେ ରାସ୍ତା ଅବରୋଧ

ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ବ୍ଲକ ସାଗରସାହି ଗାଁକୁ ବିଦ୍ୟୁତ ସଂଯୋଗ ଦାବିରେ ରଣାପୋଷି ପୋଲ ନିକଟରେ ରାସ୍ତା ଅବରୋଧ କରିଛନ୍ତି ଗ୍ରାମବାସୀ।

ରାଜରାସ୍ତାରେ ବିକ୍ଷୋଭ ଯୋଗୁଁ ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes